www.samajalive.in
Saturday, December 13, 2025
26.1 C
Bhubaneswar

ପୁରୁଷ ବନ୍ଧ୍ୟାକରଣ ପକ୍ଷ ପାଳିତ

ବାଙ୍କୀ : ପରିବାର ନିୟନ୍ତ୍ରଣ କାର୍ଯ୍ୟକ୍ରମକୁ ଅଧିକ ତ୍ୱରାନ୍ୱିତ କରିବା ସହିତ ଜନଜାଗରଣ ସୃଷ୍ଟି କରିବା ନିମନ୍ତେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଆନୁକୂଲ୍ୟରେ ପୁରୁଷ ବନ୍ଧ୍ୟାକରଣ ପକ୍ଷ ଆରମ୍ଭ ହୋଇଛି । ନଭେମ୍ବର ୨୧ ତାରିଖରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ପୁରୁଷ ବନ୍ଧ୍ୟାକରଣ ପକ୍ଷ ଅବସରରେ ବୁଧବାର ଦିନ ଓସ୍ତିଆ ପଞ୍ଚାୟତରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଚାଳନାରେ ଆୟୋଜିତ କାର୍ଯ୍ୟକ୍ରମରେ ବିପିଏମ ସଂଗୀତା ଦାସ ଏବଂ ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ପ୍ରଦୀପ କୁମାର ସାହୁ, ଆଶା, ଅଙ୍ଗନୱାଡିକର୍ମୀ, ସ୍ୱୟଂସହାୟିକା ଗୋଷ୍ଠୀ ସଦସ୍ୟା ଏବଂ ପଞ୍ଚାୟତରାଜ ପ୍ରତିନିଧି ମାନଙ୍କୁ ଏ ସମ୍ପର୍କରେ ଆଲୋକପାତ କରି ପୁରୁଷ ବନ୍ଧ୍ୟାକରଣ ପଦ୍ଧତି ସମ୍ପର୍କରେ ଆଲୋକପାତ କରିଛନ୍ତି । ପରିବାର ନିୟୋଜନ କାର୍ଯ୍ୟକ୍ରମ ପାଇଁ ଏକ ସୁଗମ ଓ ସରଳ ମାଧ୍ୟମ ବୋଲି ପ୍ରକାଶ କରିଛନ୍ତି ।

Hot this week

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

Related Articles

Popular Categories