www.samajalive.in
Saturday, December 13, 2025
26.1 C
Bhubaneswar

୧୨ ଫୁଟ ଲମ୍ବର ଅଜଗର ଉଦ୍ଧାର

ଫୁଲବାଣୀ: କନ୍ଧମାଳ ଜିଲା ଟିକାବାଲି ବ୍ଲକ ଅନ୍ତର୍ଗତ ତେନ୍ତୁଳିଗଡରୁ ୧୨ ଫୁଟ ଲମ୍ବର ଏକ ଅଜଗର ସାପ ଉଦ୍ଧାର କରାଯାଇଛି। ଗ୍ରାମର ରାସ୍ତାପାର୍ଶ୍ବରେ ଉକ୍ତ ଅଜଗର ସାପ ରହିଥିବା ଗ୍ରାମବାସୀ ଦେଖିବା ପରେ ତୁରନ୍ତ ସ୍ନେକ୍ ହେଲ୍‌‌ପଲାଇନ ସଦସ୍ୟଙ୍କୁ ଖବର ଦେଇଥିଲେ। ଖବର ପାଇ ହିରୋ ନାୟକ ଏବଂ ନିଳ ମାଧବ ପାତ୍ରଙ୍କ ସମେତ ମଣ୍ଟୁ ମହାରଣା ଓ ଶରତ ବଗର୍ତ୍ତୀ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ସାପକୁ ସତର୍କତାର ସହିତ ଗ୍ରାମର ଯୁବକମାନଙ୍କ ସହଯୋଗରେ ଉଦ୍ଧାର କରି ସ୍ଥାନୀୟ ଜଙ୍ଗଲରେ ଛାଡ଼ିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

Related Articles

Popular Categories