www.samajalive.in
Saturday, December 6, 2025
26.1 C
Bhubaneswar

୮ ଫୁଟ ଲମ୍ବର ଅଜଗର ସାପ ଉଦ୍ଧାର

କଳାପଥର: ବାଙ୍କୀ କଟକ ମୁଖ୍ୟ ରାଜ୍ୟରାଜପଥର ଶିଶୁଆ ଓ ଚାକାପଦାର ସୀମାନ୍ତ ଅଞ୍ଚଳରେ ମଙ୍ଗଳବାର ରାତିରେ ଏକ ୮ ଫୁଟ ଲମ୍ବର ଅଜଗର ସାପ ଉଦ୍ଧାର ହୋଇଛି। ସ୍ଥାନୀୟ ଅଞ୍ଚଳ ଲୋକେ ସାପଟି ରାସ୍ତା ପାର ହେଉଥିବା ଦେଖିବାକୁ ପାଇଥିଲେ। ଏହାପରେ ବିଶାଳକାୟ ସାପଟିକୁ କାବୁ କରି ଶିଶୁଆ ବନବିଭାଗକୁ ହସ୍ତାନ୍ତର କରିଛନ୍ତି ସ୍ଥାନୀୟ ଲୋକେ। ଏବେ ସାପଟି ସମ୍ପୂର୍ଣ୍ଣ ସୁସ୍ଥ ଅଛି। ସାପକୁ ସୁରକ୍ଷିତ ଭାବେ ଜଙ୍ଗଲରେ ଛାଡ଼ି ଦିଆଯାଇଥିବା ବନପାଳ ସୀତାକାନ୍ତ ବେହେରା କହିଛନ୍ତି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories