www.samajalive.in
Saturday, December 13, 2025
26.1 C
Bhubaneswar

ଦେଖନ୍ତୁ ଭିଡିଓ ; ଗଛରେ ଝୁଲି ରହିଥିଲା ଅଜଗର, ଲୋକେ ଦେଖି ଛାନିଆ,ଏମିତି ହେଲା ଉଦ୍ଧାର..

ମୁମ୍ବାଇ : ମହାରାଷ୍ଟ୍ରର ଠାଣେରେ ଏକ ବିଶାଳକାୟ ଅଜଗର ପାଇଁ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି କରିଥିଲା । ଅଜଗର ରାସ୍ତା କଡରେ ଥିବା ଏକ ଗଛରେ ଉପରେ ରହିଥିଲା । ଠାଣେର ବସନ୍ତ ବିହାରର ତୁଳସୀଧାମ ଅଞ୍ଚଳରେ ଅଜଗର ସାପର ଭିଡିଓ ମଙ୍ଗଳବାରରେ ସୋସିଆଲ ମିଡିଆରେ ଭାଇରା୍‌ଲ ହୋଇଛି । ଯାହା ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରୁଛି ।


ଭାଇରାଲ୍‌ ଭିଡିଓରେ ଦେଖିପାରିବେ, ଅଜଗର ଗଛର ବଡ ଡାଳରେ ଲଟ୍‌କି ରହିଛି । ଉଦ୍ଧାରକାରୀ ଦଳ ଖବର ପାଇ ସାପକୁ ଉଦ୍ଧାର କରିବାକୁ ଚେଷ୍ଟା ଆରମ୍ଭ କରିଥିଲେ । ଅନେକ ପରିଶ୍ରମ ପରେ ସାପକୁ ତଳକୁ ଉଦ୍ଧାର କରିଥିଲେ ।
ଭିଡିଓକୁ ଏଯାଏଁ ଲକ୍ଷ ଲକ୍ଷ ଦେଖିବା ସହ ନିଜର ଭିନ୍ନ ଭିନ୍ନ ମତ ଦେଇଛନ୍ତି । ନିକଟରେ ଆସାମ ବିଶ୍ୱବିଦ୍ୟାଳୟ ଛାତ୍ରୀ ନିବାସ ନିକଟରୁ ୧୦୦ କିଲୋଗ୍ରାମ ଓଜନ ଓ ୧୭ ଫୁଟର ଏକ ବିଶାଳକାୟ ଅଜଗର ସାପ ଉଦ୍ଧାର ହୋଇଥିଲା ।

ଏହି ଧଳା ଶସ୍ତା ଜିନିଷ ଦୂର କରେ ବାସ୍ତୁ ଦୋଷ ; ଜାଣନ୍ତୁ ଚୁଟ୍‌କିରେ ଏହି ଉପାୟରେ ଘରେ କେବେ ହେବନି ଧନ ଅଭାବ, ସ୍ୱାମୀ-ସ୍ତ୍ରୀଙ୍କ ଝଗଡା, ଅଶାନ୍ତି..

- Advertisement -

ଖୁବ୍‌ ଖାସ୍‌ ନୂଆବର୍ଷ; ପ୍ରଥମ ସପ୍ତାହରେ ବୁଧଙ୍କ ଚଳନ, ଏହି ରାଶି ହେବେ ମାଲାମାଲ୍‌, ମିଳିବ ଚାକିରି, ସୁଖମୟ ଦାମ୍ପତ୍ୟ ଜୀବନ..

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories