କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ପ୍ରଥମ

ଡେସ୍କ: କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଦେଶ ଭିତରେ ପ୍ରଥମ ସ୍ଥାନ ହାସଲ କରିଛି। ଗତବର୍ଷ ଏହା ଚତୁର୍ଥ ସ୍ଥାନରେ ଥିଲା। ଦିଲ୍ଲୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଯୋଗେଶ ସିଂହ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ଏହି ଅବସରରେ ପ୍ରଫେସର ସିଂହ କହିଥିଲେ ଯେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଦେଶର ଅନ୍ୟତମ ବୃହତ୍ତମ ଅନୁଷ୍ଠାନ ଯାହା ବହୁ ସଂଖ୍ୟକ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ପ୍ରଦାନ କରିଥାଏ। ଶାନ୍ତିପୂର୍ଣ୍ଣ ଭାବେ ଶେଷ ହେଲା ପ୍ରଥମ … Continue reading କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ପ୍ରଥମ