www.samajalive.in
Monday, December 8, 2025
20.1 C
Bhubaneswar

‘କ୍ବାର୍ଡ’ ନେତାଙ୍କ ଆଭାସୀ ବୈଠକ, ଅଂଶଗ୍ରହଣ କରିବେ ମୋଦୀ

‘କ୍ବାର୍ଡ’ ନେତାମାନଙ୍କ ଆଭାସୀ ବୈଠକରେ ଗୁରୁବାର ଅନୁଷ୍ଠିତ ହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏହି ବୈଠକରେ ଅଂଶଗ୍ରହଣ କରିବେ । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‍, ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ୍‍ ଓ ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ମଧ୍ୟ ଏଥିରେ ଅଂଶଗ୍ରହଣ କରିବେ । ୨୦୨୧ ସେପ୍ଟେମ୍ବର ମାସରେ ୱାଶିଂଟନ୍‍ ଡିସିରେ ଅନୁଷ୍ଠିତ ଶିଖର ବୈଠକ ପରେ ଏହି ନେତାମାନଙ୍କୁ ପୁନର୍ବାର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ପାଇଁ ଏହା ସୁଯୋଗ
ପ୍ରଦାନ କରିବ ।

ବିଶେଷକରି ଭାରତ ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳର ଗୁରୁତ୍ୱପୂର୍ଣ୍ଣ ଘଟଣା ଉପରେ ଏହି ନେତାମାନେ ମତ ବିନିମୟ କରିବା ସହ ଏହାର ସମୀକ୍ଷା କରିବେ । ଏହି ଅବସରରେ ‘କ୍ବାର୍ଡ’ ନେତାମାନେ ସ୍ଥିର କରିଥିବା ବିଭିନ୍ନ ନିଷ୍ପତ୍ତିର କାର୍ଯ୍ୟକାରୀତାକୁ ନେଇ ମଧ୍ୟ ସମୀକ୍ଷା କରିବେ। ୟୁକ୍ରେନ ଓ ରୁଷ ଯୁଦ୍ଧ ପରିପ୍ରେକ୍ଷୀରେ ଏହି ବୈଠକକୁ ବିଶେଷ ଗୁରୁତ୍ବ ପ୍ରଦାନ କରାଯାଉଛି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories