www.samajalive.in
Saturday, December 6, 2025
23.1 C
Bhubaneswar

ଆର. ସନ୍ଥଗୋପାଳନ ହେଲେ ରାଜ୍ୟର ନୂଆ ସିଇଓ

ନୂଆଦିଲ୍ଲୀ: ରାଜ୍ୟର ନୂଆ ସିଇଓ ହେଲେ ୨୦୦୧ ମସିହାର ଆଇଏଏସ ଅଫିସର ଆର.ସନ୍ଥଗୋପାଳନ । ସନ୍ଥଗୋପାଳନଙ୍କୁ ନୂଆ ନିର୍ବାଚନ କମିଶନର ଭାବେ ନିଯୁକ୍ତି ନେଇ ଇସିଆଇ ଅଫିସରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ ସିଇଓ ଥିବା ନିକୁଞ୍ଜବିହାରୀ ଧଳଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତ ମିଳିବା ପରେ ସିଇଓ ପଦବୀ ଖାଲି ପଡିଥିଲା । କିଏ ନୂଆ ସିଇଓ ହେବ ତାକୁ ନେଇ କଳ୍ପନା ଜଳ୍ପନା ଲାଗି ରହିଥିଲା । ଆଉ ଶେଷରେ ଆର.ସନ୍ଥଗୋପାଳନଙ୍କୁ ନିଯୁକ୍ତ କରାଯାଇଛି ।

 

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories