www.samajalive.in
Saturday, December 6, 2025
14.1 C
Bhubaneswar

ସୂଚନା ଅଧିକାର କର୍ମୀଙ୍କ ଉପରେ ବୋମାମାଡ଼ ଘଟଣା; ମୁଖ୍ୟ ଅଭିଯୁକ୍ତ ରବି ଦାସ ଗିରଫ

ଧର୍ମଶାଳା : ଧର୍ମଶାଳା ଥାନା ଅଞ୍ଚଳରେ ସୂଚନା ଅଧିକାର କର୍ମୀ ତଥା ବିଜେପି ନେତା ସର୍ବେଶ୍ବର ବେହୁରାଙ୍କ ଉପରେ ପଥର ମାଫିଆଙ୍କ ବୋମାମାଡ଼ ଘଟଣାର ମୁଖ୍ୟ ଅଭିଯୁକ୍ତ ରବି ଦାସକୁ ଶୁକ୍ରବାର ଗିରଫ କରିଛି ପୁଲିସ।

ଗତ ମାସ ୨୭ ତାରିଖ ସନ୍ଧ୍ୟାରେ ସର୍ବେଶ୍ବର ନିଜ କାରରେ ଫେରୁଥିବା ବେଳେ ଧର୍ମଶାଳା ଥାନା ଅନ୍ତର୍ଗତ ଇମାମ୍ନଗର ନିକଟରେ ପଥର ମାଫିଆମାନେ ଯୋଜନାବଦ୍ଧ ଭାବେ ବୋମାମାଡ଼ କରି ହତ୍ୟା ଉଦ୍ୟମ କରିଥିଲେ। ଏଥିରେ ସର୍ବେଶ୍ବର ଗୁରୁତର ଆହତ ହୋଇଥିବା ବେଳେ ତାଙ୍କ ସହଯୋଗୀ ଆହତ ହୋଇଥିଲେ। ବିଭିନ୍ନ ଦୁର୍ନୀତି ଓ ଲଘୁ ଖଣିଜ ସମ୍ପଦ ଲୁଟ୍ ପ୍ରତିବାଦରେ ସର୍ବେଶ୍ବର ଜନସ୍ବାର୍ଥ ମାମଲା ସହିତ ଲୋକାୟୁକ୍ତରେ ଏକାଧିକ ମାମଲା କରିବା ଫଳରେ ପଥର ମାଫିଆ ତାଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରିଥିଲେ।

- Advertisement -

ଉଲ୍ଲେଖଯୋଗ୍ୟ, ଏହି ଘଟଣାରେ ପୂର୍ବରୁ ୪ ଜଣଙ୍କୁ ଗିରଫ କରାଯାଇଥିଲା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories