www.samajalive.in
Friday, December 5, 2025
26.1 C
Bhubaneswar

ସି-ସୋର ଚିଟଫଣ୍ଡ ଠକେଇ: ରବୀନ୍ଦ୍ର ଜେନାଙ୍କ ଅଡୁଆ ବଢିଲା

ସମାଜ ଡିଜିଟାଲ ଡେସ୍କ: ସି-ସୋର ଚିଟଫଣ୍ଡ ଠକେଇ ମାମଲାରେ ପୂର୍ବତନ ବିଜେଡି ବିଧାୟକ ରବିନ୍ଦ୍ର ଜେନାଙ୍କ ଅଡୁଆ ବଢିଲା । ସିବିଆଇକୁ ତଦନ୍ତରେ ସହଯୋଗ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ପରବର୍ତ୍ତୀ ଶୁଣାଣି ଯାଏଁ ରବିନ୍ଦ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଉପରେ ଅଙ୍କୁଶ ଲଗାଇଛନ୍ତି । ରବୀନ୍ଦ୍ର ଜେନା ହାଜର ହୋଇ ପକ୍ଷ ରଖିବାକୁ ନୋଟିସ୍‍ କରିଛି ସିବିଆଇ । ଆସନ୍ତା ୧୪ ତାରିଖରେ ହାଜର ହୋଇ ନୋଟିସ୍‍ କରିଛି ସିବିଆଇ । କେସ୍‍ ସମ୍ବନ୍ଧୀୟ ରେକର୍ଡ ପତ୍ର ଯୋଗାଇ ଦେବାକୁ ହାଇକୋର୍ଟ ଆସିଥିଲେ ରବୀନ୍ଦ୍ର।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories