ଆଠଗଡ : ଆଠଗଡରେ ୧୮୯ ଜଣ କୃତୀ ଛାତ୍ରଛାତ୍ରୀଙ୍କୁ ରାଧାନାଥ ରଥ ଛାତ୍ରବୃତ୍ତି ପ୍ରଦାନ କରାଯାଇଛି। ବିଶ୍ୱନାଥ ବିଦ୍ୟାପୀଠରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ୧୮୯ ଜଣ ଛାତ୍ରଛାତ୍ରୀଙ୍କୁ ଏହି ବୃତ୍ତି ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ତଥା ସମାଜର ପ୍ରକାଶକ ଓ ମୁଦ୍ରାକାର ନିରଞ୍ଜନ ରଥ, ଲୋକସେବକ ମଣ୍ଡଳର ଆଜୀବନ ସଦସ୍ୟ ଡଃ ପ୍ରଭାସ ଆଚାର୍ଯ୍ୟ, ଉପ ଜିଲାପାଳ ଅମୁଲ୍ୟ କୁମାର ସାହୁ ଏବଂ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବ୍ରହ୍ମାନନ୍ଦ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।
Popular Categories



