www.samajalive.in
Sunday, December 14, 2025
19.1 C
Bhubaneswar

ରାଧାଷ୍ଟମୀ ଅବସରରେ ସମସ୍ତ ରାଧାକୃଷ୍ଣ ମନ୍ଦିରରେ ସ୍ଵତନ୍ତ୍ର ପୂଜାର୍ଚ୍ଚନା

ସମାଜ ଡିଜିଟାଲ ଡେସ୍କ: ଆଜି ରାଧାଷ୍ଟମୀ। ଏହି ଅବସରରେ ରାଧାକୃଷ୍ଣ ମନ୍ଦିରରେ ସ୍ଵତନ୍ତ୍ର ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ରହିଥିବା ରାଧାକୃଷ୍ଣ ମନ୍ଦିରଗୁଡ଼ିକରେ ସକାଳୁ ରୀତିନୀତି ଅନୁସାରେ ସମସ୍ତ ନୀତିକାନ୍ତି କରାଯାଇଥିଲା। ପରେ ଶ୍ରଦ୍ଧାଳୁମାନେ ମନ୍ଦିରକୁ ଆସି ଦର୍ଶନ କରିଥିଲେ। ରାଧାଙ୍କ ଜନ୍ମଦିବସକୁ ରାଧାଷ୍ଟମୀ ରୂପେ ପାଳନ କରାଯାଇଥାଏ। ଏହି ଦିନ ରାଧାରାଣୀଙ୍କ ପୂଜାର୍ଚ୍ଚନା କରିବା ଦ୍ଵାରା ଶ୍ରଦ୍ଧାଳୁଙ୍କ ମନୋକାମନା ପୂର୍ଣ୍ଣ ହୋଇଥାଏ ବୋଲି ବିଶ୍ଵାସ ରହିଛି। ରାଧାଙ୍କ ପୂଜାର୍ଚ୍ଚନା ବିନା ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା ଅଧୁରା ରହିଥାଏ ବୋଲି କୁହାଯାଏ। ରାଧା-କୃଷ୍ଣଙ୍କୁ ଏକାଠି ପୂଜା କରିବା ଦ୍ଵାରା ବ୍ରତଧାରୀଙ୍କୁ ଅଖଣ୍ଡ ସୌଭାଗ୍ୟ ପ୍ରାପ୍ତ ହୋଇଥାଏ ବୋଲି ବିଶ୍ଵାସ ରହିଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories