www.samajalive.in
Friday, December 5, 2025
23.1 C
Bhubaneswar

ଶ୍ରୀଜୀଉଙ୍କ ବସ୍ତ୍ର ସଫେଇ

କଲ୍ୟାଣସିଂହପୁର :ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରେ ଶ୍ରୀଜୀଉଙ୍କ ବସ୍ତ୍ର ସଫେଇ କରାଯାଇଛି। ରଥ ଯାତ୍ରା ପୂର୍ବରୁ ବ୍ରାହ୍ମଣ ସେବାୟତ ଓ ଗୌଡ଼ ସେବାୟତ ଦ୍ୱାରା ଶ୍ରୀ ଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ପରିଧାନ କରିଥିବା ବସ୍ତ୍ରକୁ ଆଜି ସେବାୟତମାନେ ମନ୍ଦିର ପରିସରରେ ସଫା କରୁଥିବା ଦେଖିବାକୁ ମିଳିଛି। ବସ୍ତ୍ର ସହିତ ଜଗନ୍ନାଥ ମନ୍ଦିରର ଗର୍ଭ ଗୃହକୁ ମଧ୍ୟ ସଫା କରିଥିଲେ । ଏହା ଦୁଇଦିନ ଧରି କରାଯାଇଥିବା ମନ୍ଦିର ପରିଚାଳନା କମିଟିର ସଭାପତି ନରସିଂହ ପାଢ଼ୀ କହିଛନ୍ତି ।

Hot this week

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

Related Articles

Popular Categories