www.samajalive.in
Tuesday, December 9, 2025
15.1 C
Bhubaneswar

ସମ୍ବଲପୁର ଘରୋଇ କଲେଜରେ ରାଗିଂ ଅଭିଯୋଗ

ସମ୍ବଲପୁର: ସମ୍ବଲପୁରର ଏକ ଘରୋଇ କଲେଜରେ ରାଗିଂ ହୋଇଥିବା ଅଭିଯୋଗ ହୋଇଛି। ଜଣେ ଜୁନିଅର ଛାତ୍ର ସିନିଅରଙ୍କର ରାଗିଂର ଶିକାର ହୋଇଥିବା ଜଣାପଡିଛି।

ସୂଚନା ମୁତାବକ, ସମ୍ବଲପୁର ମାଝିପାଲିରେ ଥିବା ଘରୋଇ ଆବାସିକ କଲେଜ ବେଦିକରେ ଜଣେ ପ୍ରଥମ ବର୍ଷର ଛାତ୍ରଙ୍କୁ ହଷ୍ଟେଲରେ ତାଙ୍କ ସିନୟର ଛାତ୍ର ଶନିବାର ଦିନ ରାତିରେ ମରଣାନ୍ତକ ଆକ୍ରମଣ କରିଥିଲେ । ଶନିବାର ରାତିରେ ଆକ୍ରମଣର ଶିକାର ହେବା ପରେ ଆହତ ଛାତ୍ରଜଣକ ଚିକିତ୍ସାଧିନ ଥିବା ଜରାପଡିଛି । ପ୍ରଥମ ବର୍ଷର ୩ଜଣ ଓ ଦ୍ୱିତୀୟ ବର୍ଷର ଜଣେ ଛାତ୍ର ତାଙ୍କୁ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ଏନେଇ ଛାତ୍ରଙ୍କ ଅଭିଭାବକ ଜାଣିବା ପରେ ଶାସନ ଥାନାରେ ଘଟଣାରେ ସଂପୃକ୍ତ ୪ଜଣ ଛାତ୍ରଙ୍କ ନାଁରେ ଏତଲା ଦେଇଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories