www.samajalive.in
Monday, December 15, 2025
15.1 C
Bhubaneswar

ଅମର ଶହୀଦ ରଘୁ-ଦିବାକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣ

ଭୁବନେଶ୍ୱର: ଅମର ଶହୀଦ ରଘ-ଦିବାକରଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧଦିବସ ଉପଲକ୍ଷେ ଆଜି ସକାଳେ ଭୁବନେଶ୍ୱର ୟୁନିଟ୍‌-୯ସ୍ଥିତ ଶହୀଦ ରଘୁ-ଦିବାକରଙ୍କ ପ୍ରତିମୂର୍ତ୍ତିରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା। ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ, ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ସହକାରୀ ନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀ, ଶହୀଦ ରଘୁ-ଦିବାକର ସ୍ମୃତି କମିଟିର କର୍ମକର୍ତ୍ତା ଓ ସଦସ୍ୟବୃନ୍ଦଙ୍କ ସମେତ ବହୁ ବୁଦ୍ଧିଜୀବୀ ଶହୀଦ ରଘୁ-ଦିବାକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories