www.samajalive.in
Tuesday, December 9, 2025
16.1 C
Bhubaneswar

ପଦରୁ ଇସ୍ତଫା ଦେଲେ ରଘୁନାଥ ମହାନ୍ତି

ଭୁବନେଶ୍ବର : ଉଠା ଜଳସେଚନ ନିଗମ ଅଧ୍ୟକ୍ଷ ପଦରୁ ରଘୁନାଥ ମହାନ୍ତି ଇସ୍ତଫା ଦେଇଛନ୍ତି । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେ ନିଜ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ଇସ୍ତଫା ପତ୍ରରେ ବ୍ୟକ୍ତିଗତ କାରଣ ଦର୍ଶାଇ ଥିବା ସୂଚନା ମିଳିଛି । ତେବେ ରଘୁନାଥ ମହାନ୍ତି ପଦରୁ ଇସ୍ତଫା ଦେବା ପରେ ନିର୍ବାଚନ ଲଢିବାକୁ ନେଇ ଚର୍ଚ୍ଚା ହେଉଛି ।

Hot this week

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

Related Articles

Popular Categories