www.samajalive.in
Monday, December 8, 2025
20.1 C
Bhubaneswar

ସ୍ବାଧୀନତା ସଂଗ୍ରାମୀ ରାହସ ବିହାରିଙ୍କ ପରଲୋକ

ବାଲେଶ୍ବର : ସ୍ବାଧୀନତା ସଂଗ୍ରାମୀ ରାହସ ବିହାରି ନାୟକଙ୍କ ଶନିବାର ମଧ୍ୟାହ୍ନରେ ପରଲୋକ ଘଟିଛି । ବାଲେଶ୍ବର ଜିଲା ଖନ୍ତାପଡା ଥାନା ଅନ୍ତର୍ଗତ ବାହାଙ୍ଗା ବ୍ଳକ୍ କହଁରାଗୋହିରି ଗ୍ରାମରେ ଥିବା ବାସଭବନରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ମୃତ୍ୟୁ ସମୟରେ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା । ତାଙ୍କ ବିୟୋଗରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories