www.samajalive.in
Sunday, December 7, 2025
23.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ରହମାନ

ଭୁବନେଶ୍ୱର : ବିଶ୍ୱ କପ୍‍ ହକିର ଉଦଘାଟନୀ ଉତ୍ସବରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବାକୁ ଆସିଥିବା ପ୍ରସିଦ୍ଧ ଗାୟକ ତଥା ସଙ୍ଗୀତ ନିର୍ଦ୍ଦେଶକ ଏ.ଆର. ରହମାନ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀଙ୍କ ସହ ମଧ୍ୟାହ୍ନ ଭୋଜନ ଖାଇବା ସହ ମନଖୋଲି କଥା ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସହ ବନ୍ଧୁ ପରି ବ୍ୟବହାର କରିଛନ୍ତି ବୋଲି ରହମାନ କହିଛନ୍ତି। ଅନ୍ୟପକ୍ଷରେ ରହମାନଙ୍କୁ ସାକ୍ଷାତ କରି ବେଶ୍‍ ଖୁସି ଜାହିର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ସୂଚନାଯୋଗ୍ୟ, ବିଶ୍ୱ କପ୍‍ ହକିର ଉଦଘାଟନୀ ସମାରୋହରେ ରହମାନ ୨୭ତାରିଖ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଓ ୨୮ ତାରିଖ କଟକ ବାରବାଟୀ ଷ୍ଟାଡିୟମରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories