www.samajalive.in
Saturday, December 6, 2025
16.1 C
Bhubaneswar

ଶ୍ରୀଜିଉଙ୍କ ରାହୁରେଖା ଲାଗିନୀତି : ଚାରି ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ଆଜି (ଶନିବାର) ଭାଦ୍ରବ କୃଷ୍ଣ ପକ୍ଷ ପଞ୍ଚମୀ ତିଥିରେ ଶ୍ରୀଜଗନ୍ନାଥ ମନ୍ଦିରରେ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ପ୍ରାୟ ୨ଟା ଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପରମ୍ପରା ଅନୁଯାୟୀ ପ୍ରଥମ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟ ବିଜୟ ଦ୍ବାର ବନ୍ଦ କରାଯିବ। ଶ୍ରୀଜୀଉଙ୍କ ଶ୍ରୀଅଙ୍ଗରେ ସେବକମାନେ ରାହୁ ରେଖା ଲାଗି କରିବେ। ଏହାପରେ ମହାପ୍ରଭୁଙ୍କ ମହାସ୍ନାନ, ବେଶ ସମେତ ଆନ୍ୟାନ୍ୟ ନୀତି ସମ୍ପନ୍ନ ହେବ। ରାହୁ ରେଖା ଲାଗି ପରେ ଶ୍ରଦ୍ଧାଳୁମାନେ ପ୍ରଭୁଙ୍କୁ ଦର୍ଶନ କରିପାରିବେ।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories