www.samajalive.in
Tuesday, December 9, 2025
16.1 C
Bhubaneswar

ସଂସଦର ସ୍ଵତନ୍ତ୍ର ଅଧିବେଶନ ଡକାଇବାକୁ ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଓ ଖଡଗେଙ୍କ ଚିଠି

ସମାଜ ଡିଜିଟାଲ ଡେସ୍କ: ପହଲଗାଓଁ ଆକ୍ରମଣ ପ୍ରସଙ୍ଗରେ ସଂସଦର ସ୍ଵତନ୍ତ୍ର ଅଧିବେଶନ ଡକାଇବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ଖଡଗେ କହିଛନ୍ତି, ଏଭଳି ସମୟରେ ଆମେ ଏକ ରହିଛୁ ବୋଲି ସାରା ବିଶ୍ଵକୁ ଦେଖାଇବାକୁ ପଡ଼ିବ। ବର୍ତ୍ତମାନ ସମୟରେ ଏକତା ନିହାତି ଜରୁରୀ ବୋଲି ବିରୋଧୀ ଦଳ ବିଶ୍ଵାସ କରୁଛି। ତେଣୁ ଏକ ସ୍ଵତନ୍ତ୍ର ଅଧିବେଶନ ଡକାଇବା ଆବଶ୍ୟକ।

ସେହିପରି ରାହୁଲ ତାଙ୍କ ଚିଠିରେ ମଧ୍ୟ ଅନୁରୂପ କଥା ଲେଖିଛନ୍ତି। ଏପରି ସଙ୍କଟ ସମୟରେ ଭାରତ ଆତଙ୍କବାଦ ବିରୋଧରେ ଏକ ବୋଲି ବିଶ୍ଵକୁ ଦେଖାଇବା ଉଚିତ। ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ପ୍ରତ୍ୟେକ ଭାରତୀୟଙ୍କୁ କ୍ଷୁବ୍ଧ କରିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories