www.samajalive.in
Saturday, December 13, 2025
21.1 C
Bhubaneswar

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ରାହୁଲ ଓ ଖଡ୍‌ଗେଙ୍କ ଚିଠି; କଲେ ଏପରି ଅନୁରୋଧ

ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଅଧ୍ୟକ୍ଷ ତଥା ରାଜ୍ୟସଭା ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖଡ଼ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପତ୍ର ଲେଖିଛନ୍ତି। ଉଭୟ ନେତା ସେମାନଙ୍କ ପତ୍ରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ତୁରନ୍ତ ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ଅନୁରୋଧ କରିଛନ୍ତି।

ପହଲଗାମ ଆତଙ୍କବାଦୀ ଆକ୍ରମଣ ଏବଂ ଭାରତୀୟ ସେନାର ‘ଅପରେସନ ସିନ୍ଦୂର’ ପରଠାରୁ କଂଗ୍ରେସ ଦଳ ଏହି ଦାବି କରିଆସୁଛି। ଦିନକ ପୂର୍ବରୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ହେବା ପରେ କଂଗ୍ରେସ ପୁଣିଥରେ ତା’ର ଦାବିକୁ ଦୋହରାଇଛି। ଏନେଇ ଆଲୋଚନା ନେଇ ସ୍ଵତନ୍ତ୍ର ଅଧିବେଶନ ଡକାଯାଉ ବୋଲି ଉଭୟ ନେତା ଦାବି କରିଛନ୍ତି।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories