www.samajalive.in
Monday, December 15, 2025
26.1 C
Bhubaneswar

ଫୋନ୍ କରି ଦୁଃଖ ବୁଝିଲେ ରାହୁଲ

ଭୁବନେଶ୍ଵର: ବାଲେଶ୍ଵର ଫକୀରମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣା । ଶୋକ ପ୍ରକାଶ କଲେ ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ଆଜି ସେ ହ୍ବାଟ୍ସ ଆପ୍ ରେ ଭିଡିଓ କଲ କରି ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ମୃତ ସୌମ୍ୟାଶ୍ରୀଙ୍କ ବାପାଙ୍କ ସହ କଥା ହୋଇଛନ୍ତି। ସୌମ୍ୟାଶ୍ରୀଙ୍କ ବାପାଙ୍କ ଠାରୁ ପୁରା ଘଟଣା ସମ୍ପର୍କରେ ପଚାରି ବୁଝିବା ସହ ଏହି ଦୁଃଖଦ ସମୟରେ ଦୃଢମନା ହୋଇ ରହିବାକୁ ପରାମର୍ଶ ଦେଇଥିଲେ। ଆହୁରି ମଧ୍ୟ ସେ କହିଛନ୍ତି ଯେ ପର୍ଯ୍ୟନ୍ତ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ନମିଳିଛି , ସେ ପର୍ଯ୍ୟନ୍ତ କଂଗ୍ରେସ ଲଢେଇ ଜାରି ରଖିବ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories