www.samajalive.in
Friday, December 5, 2025
23.1 C
Bhubaneswar

୧୫ରେ ରାହୁଲ, ୧୬ରେ ଓଡିଶା ଆସିବେ ମଲ୍ଲିକାର୍ଜୁନ ଖଡ୍‌ଗେ

ଭୁବନେଶ୍ଵର: ଓଡିଶା ଗସ୍ତରେ ଆସିବେ ରାହୁଲ ଗାନ୍ଧୀ ଏବଂ ମଲ୍ଲିକାର୍ଜୁନ ଖଡଗେ । ଦିନ ୧୧ଟା ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ରାହୁଲ । ଏହାପରେ ସିଧାସଳଖ ବଲାଙ୍ଗୀର ଅଭିମୁଖେ ଯାତ୍ରା କରିବେ । ବଲାଙ୍ଗୀରରେ ସାଧାରଣ ସଭାରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। ସେହିପରି ୧୬ ତାରିଖରେ କନ୍ଧମାଳରେ ଆୟୋଜିତ ଏକ ସଭାରେ ଯୋଗଦେବେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ଭୁବନେଶ୍ଵରରେ ଏକ ପ୍ରେସମିଟ୍ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ମଙ୍ଗଳବାର ଜୟରାମ ରମେଶ ଭୁବନେଶ୍ଵରରେ ପ୍ରେସମିଟ୍ କରିବେ। ଏ ନେଇ ସୂଚନା ଦେଇଛନ୍ତି ଓଡିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର।

Hot this week

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

Related Articles

Popular Categories