www.samajalive.in
Monday, December 15, 2025
26.1 C
Bhubaneswar

ଭୁବନେଶ୍ଵରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ସମାଜ ଡିଜିଟାଲ ଡେସ୍କ: ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦିନିକିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଏକ ସ୍ଵତନ୍ତ୍ର ବିମାନରେ ଆସି ପୂର୍ବାହ୍ନରେ ଭୁବନେଶ୍ଵର ଅନ୍ତର୍ଜାତୀୟ ବିମାନବନ୍ଦରରେ ଓହ୍ଲାଇଥିଲେ। ତାଙ୍କ ସହିତ ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ସଭାପତି ମଲ୍ଲିକାର୍ଜୁନ ଖଡ୍‌ଗେ, ଏଆଇସିସି ସାଧାରଣ ସମ୍ପାଦକ (ସଙ୍ଗଠନ) କେ.ସି ଭେନୁଗୋପାଳ ମଧ୍ୟ ରହିଛନ୍ତି। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ଓପିସିସି) ସଭାପତି ଭକ୍ତ ଦାସ ଏବଂ ଦଳର ବରିଷ୍ଠ ନେତାମାନେ ବିମାନବନ୍ଦରରେ ସେମାନଙ୍କୁ ସ୍ଵାଗତ କରିଥିଲେ। ରାହୁଲ ବରମୁଣ୍ଡା ପଡ଼ିଆରେ ଆୟୋଜିତ ହେବାକୁ ଥିବା ସମ୍ବିଧାନ ବଞ୍ଚାଅ ସମାବେଶରେ ଯୋଗଦେବେ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories