www.samajalive.in
Sunday, December 14, 2025
26.1 C
Bhubaneswar

ସରକାରୀ ଘର ଖାଲି କରିବାକୁ ରାହୁଲଙ୍କୁ ନିର୍ଦେଶ

ନୂଆଦିଲ୍ଲୀ : ସାଂସଦ ପଦ ହରାଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସରକାରୀ ବାସଭବନ ଖାଲି କରିବାକୁ ସୋମବାର ନିର୍ଦେଶ ଦିଆଯାଇଛି। ନିର୍ଦେଶ ଅନୁଯାୟୀ ଦିଲ୍ଲୀର ୧୨ ତୋଗଲୋକ ଲେନ୍‌ରେ ରାହୁଲଙ୍କୁ ଦିଆଯାଇଥିବା ସରକାରୀ ବାସଭବନକୁ ଏପ୍ରିଲ ୨୨ ତାରିଖ ସୁଦ୍ଧା ଖାଲି କରିବାକୁ କୁହାଯାଇଛି। ୨୦୦୪ରୁ ରାହୁଲ ଏହି ବାସଭବନରେ ରହିଆସୁଛନ୍ତି। ଗତ ସପ୍ତାହରେ ରାହୁଲ ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୁଇବର୍ଷ କାରାଦଣ୍ଡାଦେଶ ପାଇବା ପରେ ତାଙ୍କ ସାଂସଦ ପଦ ରଦ୍ଦ କରାଯାଇଥିଲା। ସାଂସଦ ପଦ ରଦ୍ଦ ପରେ ତାଙ୍କୁ ସରକାରୀ ଘର ଖାଲି କରିବାକୁ କୁହାଯାଇଛି।

Hot this week

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

Related Articles

Popular Categories