www.samajalive.in
Thursday, December 11, 2025
16.1 C
Bhubaneswar

ୱାୟନାଡରୁ ନାମାଙ୍କନ ପତ୍ର ଦାଖଲ କଲେ ରାହୁଲ ଗାନ୍ଧୀ

କେରଳ : ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଗୁରୁବାର କେରଳର ୱାୟନାଡରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ନାମାଙ୍କନ ପତ୍ର ଦାଖଲ ପରେ କଂଗ୍ରେସର ବହୁ ବରିଷ୍ଠ ନେତା ଓ କର୍ମୀଙ୍କ ସହ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସହ ରୋଡ ଶୋ ଆରମ୍ଭ କରିଛନ୍ତି । ଏହି ରାଲିରେ କଂଗ୍ରେସ ନେତାଙ୍କ ବେଶ୍ ଭିଡ ଜମିଥିବା ବେଳେ କର୍ମୀଙ୍କ ମଧ୍ୟରେ ଉତ୍ସାହ  ଦେଖିବାକୁ ମିଳିଛି । ପ୍ରିୟଙ୍କା ଗାନ୍ଧୀ ରାଜନୀତିରେ ସକ୍ରିୟ ହେବା ପରେ ଉଭୟ ଭାଇ-ଭଉଣୀଙ୍କ ଏହା ହେଉଛି ଦ୍ବିତୀୟ ରୋଡ ଶୋ । ଏହା ପୂର୍ବରୁ ଉଭୟ ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ରୋଡ ଶୋ କରିଥିଲେ ।

 

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories