www.samajalive.in
Friday, December 5, 2025
23.1 C
Bhubaneswar

ଆପତ୍ତିଜନକ ମନ୍ତବ୍ୟ ପାଇଁ ରାହୁଲ ଗାନ୍ଧୀଙ୍କୁ ନୋଟିସ୍‌‌; ଆସନ୍ତା ୨୩ରେ ହାଜର ହେବାକୁ ନିର୍ଦେଶ

ସମାଜ ଡିଜିଟାଲ ଡେସ୍କ: ପୁଣି ଅଡୁଆରେ କଂଗ୍ରେସ ସାଂସଦ ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ବୀର ସାବରକରଙ୍କ ସମ୍ପର୍କରେ ରାହୁଲ ଦେଇଥିବା ଆପତ୍ତିଜନକ ମନ୍ତବ୍ୟ ମାମଲାରେ ହାଜର ହେବାକୁ ପୁନେ କୋର୍ଟଙ୍କ ପକ୍ଷରୁ ନୋଟିସ୍‌‌ ଜାରି କରାଯାଇଛି। ବୀର ସାବରକରଙ୍କ ସମ୍ପର୍କରେ ରାହୁଲ ଆପତ୍ତିଜନକ ଶଦ୍ଦ ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ରାହୁଲ ଗାନ୍ଧୀ ବ୍ରିଟେନ ଯାଇଥିବା ବେଳେ ସେଠାରେ ଏଭଳି ମନ୍ତବ୍ୟ ଦେଇଥିଲେ। ଏନେଇ ସାବରକରଙ୍କ ସମ୍ପର୍କୀୟ ପୁଣେ କୋର୍ଟରେ ମାନହାନି ମକଦ୍ଦମା କରିଥିଲେ। ଏହାର ଶୁଣାଣି କରି ଶନିବାର କୋର୍ଟ ରାହୁଲଙ୍କୁ ନୋଟିସ୍‌‌ କରି ଅକ୍ଟୋବର ୨୩ରେ ହାଜର ହେବାକୁ ନୋଟିସରେ କୁହାଯାଇଛି।

Hot this week

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

Related Articles

Popular Categories