ଲୋକସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି କେରଳର ୱାୟନାଡ ଆସନରୁ ଲୋକସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି। ବିଶାଳ ରୋଡ ସୋରେ ଯାଇ ନାମାଙ୍କନ ଦାଖଲ କରିଛନ୍ତି। ଏହି ସମୟରେ ରାହୁଲଙ୍କ ସହିତ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ଦଳର ବରିଷ୍ଠ ନେତାମାନେ ଉପସ୍ଥିତ ରହିଥିଲେ। ହଜାର ହଜାର ସମର୍ଥକଙ୍କ ସହ ଯାଇ ରାହୁଲ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଗତ ୨୦୧୯ ନିର୍ବାଚନରେ ଏଠାରେ ୪ ଲକ୍ଷରୁ ଅଧିକ ଭୋଟ ବ୍ୟବଧାନରେ ଜିତିଥିଲେ। ଏହି … Continue reading ଲୋକସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ରାହୁଲ ଗାନ୍ଧୀ