www.samajalive.in
Monday, December 8, 2025
13.1 C
Bhubaneswar

ଅକ୍ଟୋବରରେ ରାହୁଲ ଓ ପ୍ରିୟଙ୍କାଙ୍କ ଓଡ଼ିଶା ଗସ୍ତ !

ଭୁବ‌ନେଶ୍ବର: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି। ରାହୁଲଙ୍କ ସହ ବରିଷ୍ଠ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି କଂଗ୍ରେସ ବିଧାୟକ ଅଧିରାଜ ପାଣିଗ୍ରାହୀ। ଅକ୍ଟୋବର ଶେଷ ସପ୍ତାହରେ ଉଭୟ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ସେ କହିଛନ୍ତି।

ଅଧିରାଜଙ୍କ ସୂଚନା ମୁତାବକ, ଓଡ଼ିଶାର ୫ ଜଣ ବିଧାୟକ ଦିଲ୍ଲୀ ଯାଇ ରାହୁଲଙ୍କୁ ଭେଟିଛନ୍ତି ଏବଂ ଓଡ଼ିଶା ଗସ୍ତ ନେଇ ଆଲୋଚନା କରିଛନ୍ତି। ୪ଟି ଜୋନ୍‌ରେ ସଭା କରିବାକୁ ପ୍ରସ୍ତାବ ଦେଇଛି ରାଜ୍ୟ କଂଗ୍ରେସ। ପିସିସି ସଭାପତିଙ୍କ ସହ ଆଲୋଚନା ପରେ ତାରିଖ ଚୂଡ଼ାନ୍ତ ହେବ ବୋଲି ସେ କହିଛନ୍ତି।

- Advertisement -

 

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories