www.samajalive.in
Saturday, December 6, 2025
15.1 C
Bhubaneswar

ଆଜି ରାହୁଲଙ୍କ ଗସ୍ତ ନେଇ କଂଗ୍ରେସ କର୍ମୀଙ୍କ ମଧ୍ୟରେ ଉତ୍ସାହ

ସାଲେପୁର: ସୁପର ସନଡେରେ ହେବ ସୁପର ସୋ । ଓଡିଶା କଂଗ୍ରେସ ପାଇଁ ପ୍ରଚାରର ଶୁଭ ଦେବେ ରାହୁଲ ଗାନ୍ଧୀ। ଦିନ ୧୧ଟା ୪୦ରେ ରାହୁଲ ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରେ ହେଲି କପ୍ଟର ଯୋଗେ ସିଧାସଳଖ ଯିବେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମପୀଠ ସତ୍ୟଭାମାପୁରକୁ । ମଧୁବାବୁ ଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ ସେଠାରୁ ୧୦ କିଲୋମିଟର ଦୂର ସାଲେପୁରଠାରେ ଏକ ସାଧାରଣ ସଭାରେ ଉଦବୋଧନ ଦେବେ। ଏହି ସଭାରେ କଟକ , କେନ୍ଦ୍ରାପଡା, ଜଗତସିଂହପୁର ଓ ଯାଜପୁର ଜିଲ୍ଲାର କଂଗ୍ରେସ ନେତା, କର୍ମୀ ଓ ସାଧାରଣ ଲୋକ ଯୋଗଦେବେ । ଏଥିପାଇଁ ବ୍ୟାପକ ପ୍ରସ୍ତୁତି ହୋଇଥିବାବେଳେ କଂଗ୍ରେସ କର୍ମୀ ବେଶ୍ ଉତ୍ସାହିତ ଅଛନ୍ତି। ଆଗାମୀ ନିର୍ବାଚନ ପାଇଁ ରାହୁଲ ଗାନ୍ଧୀ କର୍ମୀ ଓ ନେତାଙ୍କୁ ଗୁରୁମନ୍ତ୍ର ଦେବେ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories