www.samajalive.in
Friday, December 5, 2025
23.1 C
Bhubaneswar

ଆଜି ଓଡିଶା ଆସିବେନି ରାହୁଲ ଗାନ୍ଧୀ

ଭୁବନେଶ୍ଵର: ଆଜି ରାୟଗଡା ସମାବେଶକୁ ଆସିବେନି ରାହୁଲ ଗାନ୍ଧୀ। କଂଗ୍ରେସ ସୂତ୍ରରୁ ଏ ନେଇ ସୂଚନା ମିଳିଛି।  ନ୍ୟାୟ ସମାବେଶରେ ଦଳୀୟ କର୍ମୀ ଓ ଜନସାଧାରଣଙ୍କୁ ସମ୍ବୋଧିତ କରିବା ପାଇଁ ଆଜି ରାହୁଲ ଗାନ୍ଧୀ ରାୟଗଡ଼ା ଆସିଥାନ୍ତେ। ଆଜି ମଧ୍ୟାହ୍ନ ୧୨ଟାରେ ପହଞ୍ଚିବାକୁ କାର୍ଯ୍ୟକ୍ରମ ଥିଲା। ରାୟବରେଲୀରେ ପ୍ରାର୍ଥୀପତ୍ର ଦାଖଲ କରିବାକୁ ଥିବାରୁ ସେ ଆଜି ଆସିପାରିବେନି ବୋଲି ସୂଚନା ମିଳିଛି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories