ଓଡ଼ିଶାକୁ ଆସି ବହୁତ ଭଲ ଲାଗୁଛି, ଘୃଣାର ବଜାର ଆଗରେ ଆପଣମାନେ ପ୍ରେମର ଦୋକାନ ଖୋଲିଲେ-ରାହୁଲ ଗାନ୍ଧୀ

ଭୁବନେଶ୍ବର: ଓଡ଼ିଶାରେ ରାହୁଲ ଗାନ୍ଧୀ। ଓଡ଼ିଶାରେ ପହଞ୍ଚିଲା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ ଯାତ୍ରା। ଝାଡ଼ଖଣ୍ଡରୁ ଆସି ବୀରମିତ୍ରପୁରରେ ପହଞ୍ଚିଲେ ରାହୁଲ ଗାନ୍ଧୀ। ବୀରମିତ୍ରପୁର ସଭାରେ ରାହୁଲ ଗାନ୍ଧୀଙ୍କ ଅଭିଭାଷଣ ରଖି କହିଛନ୍ତି ଯେ ଓଡ଼ିଶାକୁ ଆସି ବହୁତ ଭଲ ଲାଗୁଛି। ଘୃଣାର ବଜାର ଆଗରେ ଆପଣମାନେ ପ୍ରେମର ଦୋକାନ ଖୋଲିଲେ। ଭାରତକୁ ଯୋଡ଼ିବା ମୋର ଏହି ଯାତ୍ରାର ମୂଳ ଉଦେଶ୍ୟ। ଆଦିବାସୀ, ଦଳିତ, କୃଷକ, ମହିଳାଙ୍କ ପ୍ରତି ଅନ୍ୟାୟ ପ୍ରତିବାଦରେ ଏ ଯାତ୍ରା। ଆଗାମୀ ୩ … Continue reading ଓଡ଼ିଶାକୁ ଆସି ବହୁତ ଭଲ ଲାଗୁଛି, ଘୃଣାର ବଜାର ଆଗରେ ଆପଣମାନେ ପ୍ରେମର ଦୋକାନ ଖୋଲିଲେ-ରାହୁଲ ଗାନ୍ଧୀ