www.samajalive.in
Wednesday, December 10, 2025
14.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ବିଚାରଧାରା ଭାରତୀୟ ଅର୍ଥ ବ୍ୟବସ୍ଥାକୁ ନଷ୍ଟ କରିଦେଇଛି: ରାହୁଲ

ନୂଆଦିଲ୍ଲୀ: ୟେସ୍‌ ବ୍ୟାଙ୍କର ଦେବାଳିଆ ସ୍ଥିତି ପଦାକୁ ଆସିବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ରାହୁଲ ଟ୍ବିଟ୍‌ କରି କହିଛନ୍ତି, ନୋ ୟେସ୍‌ ବ୍ୟାଙ୍କ। ମୋଦୀ ଏବଂ ତାଙ୍କ ବିଚରାଧାରା ଭାରତର ଅର୍ଥବ୍ୟବସ୍ଥାକୁ ନଷ୍ଟ କରିଦେଇଛି।

ସେହିପରି କଂଗ୍ରେସର ବରିଷ୍ଠ ନେତା ପି. ଚିଦାମ୍ବରମ କହିଛନ୍ତି ଯେ, ବିଜେପି ୬ ବର୍ଷ ହେଲା କ୍ଷମତାରେ ରହିଛି। ଆର୍ଥିକ ସଂସ୍ଥାଗୁଡ଼ିକୁ ନିୟନ୍ତ୍ରଣ କରିବାର କ୍ଷମତା ପଦାରେ ପଡ଼ିଯାଇଛି। ପ୍ରଥମେ ପିଏମସି ବ୍ୟାଙ୍କ ଏବଂ ବର୍ତ୍ତମାନ ୟେସ୍‌ ବ୍ୟାଙ୍କ ଭୁଶୁଡ଼ିବାକୁ ବଶିଛି। ସରକାର କ’ଣ ଆଦୌ ଚିନ୍ତିତ ନୁହନ୍ତି ବୋଲି ଚିଦାମ୍ବରମ ପ୍ରଶ୍ନ କରିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories