www.samajalive.in
Tuesday, December 9, 2025
26.1 C
Bhubaneswar

ଗଞ୍ଜେଇ ଓ ବ୍ରାଉନସୁଗାର କାରବାର ନେଇ ବଡ଼ ଧରଣର ଚଢ଼ାଉ, ସୁରକ୍ଷା ଦୃଷ୍ଟିରୁ ଅଞ୍ଚଳରେ ୧୫ ପ୍ଲାଟୁନ ଫୋର୍ସ ମୁତୟନ

ରାଉରକେଲା: ରାଉରକେଲା ସହରରେ ଗଞ୍ଜେଇ ଓ ବ୍ରାଉନସୁଗାର କାରବାର ନେଇ ବଡ଼ ଧରଣର ଚଢ଼ାଉ କରାଯାଇଥିବା ସୂଚନା ମିଳିଛି। ଏସପି ଓ ଡିଏସପିଙ୍କ ନେତୃତ୍ୱରେ ଚାଲିଛି ବଡ଼ ଧରଣର ଚଢ଼ାଉ ହୋଇଥିବା ଜଣାପଡ଼ିଛି।। ମହତାବ ରୋଡ ଆଖପାଖ ଅଞ୍ଚଳରେ ସମସ୍ତଙ୍କ ଘରେ ଚଢ଼ାଉ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ଅଞ୍ଚଳରେ ୧୫ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଏହି ଅଞ୍ଚଳରେ ଗଞ୍ଜେଇ ଓ ବ୍ରାଉନସୁଗାର କାରବାର ହେଉଥିବା ଖବର ପାଇବା ପରେ ପୁଲିସ ପକ୍ଷରୁ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି।

Hot this week

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

Related Articles

Popular Categories