www.samajalive.in
Sunday, December 14, 2025
26.1 C
Bhubaneswar

ମା ଗୃହ ୱାଡେନ୍ ଲକ୍ଷ୍ମୀ ମାଝି ମୃତ୍ୟୁ ଘଟଣା ;୧୨ ଘଣ୍ଟିଆ ରାୟଗଡା ବନ୍ଦ

ରାୟଗଡା : ତେଜୁଛି ମା ଗୃହ ୱାଡେନ୍ ଲକ୍ଷ୍ମୀ ମାଝି ମୃତ୍ୟୁ ଘଟଣା । ସିବିଆଇ ତଦନ୍ତ ଦାବିରେ ଆଦିବାସୀ ମହାସଂଘ ପକ୍ଷରୁ ଶୁକ୍ରବାର ୧୨ ଘଣ୍ଟିଆ ରାୟଗଡା ଜିଲା ବନ୍ଦ ଡାକରା ଦିଆଯାଇଛି। ଏଥିଲାଗି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ ଜାରି ରହିବ । ବନ୍ଦ ପାଳନ ଯୋଗୁଁ ଜିଲାରେ ପ୍ରାୟ ସବୁ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଗୁଡିକ ବନ୍ଦ ରହିଛି। ଦୋକାନ ବଜାର ସହ ଗାଡି ମଟର ଚଳାଚଳ ବି ପୁରା ଠପ୍ ହୋଇଯାଇଛି।
ସୂଚନା ମୂତାବକ ଲକ୍ଷ୍ମୀ ମାଝୀଙ୍କ ମୃତ୍ୟୁକୁ ୧୬ ଦିନ ବିତିଯାଇଛି।  ଏର୍ଯ୍ୟନ୍ତ ପୁଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନାହିଁ। ସେପଟେ ଏହି ଘଟଣାରେ କିଛି ପ୍ରଭାବଶାଳୀ ବ୍ୟକ୍ତିଙ୍କର ହାତ ଥିବାରୁ ସରକାର ଏହାକୁ ଘଣ୍ଟ ଘୋଡାଉଥିବା ଅଭିଯୋଗ କରିଛି ସଂଘ । ତେଣୁ ମାମଲାର ସିବିଆଇ ତଦନ୍ତ ଦାବି କରି ଜିଲା ଆଦିବାସୀ ମହାସଂଘ ଜିଲାରେ ବନ୍ଦ ଡାକରା ଦେଇଛି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories