www.samajalive.in
Sunday, December 14, 2025
23.1 C
Bhubaneswar

ବିଦ୍ୟାଳୟ ସମ୍ମୁଖରେ ବିପଦ ସଙ୍କୁଳ ଅବସ୍ଥାରେ ବିଦ୍ୟୁତ ଖୁଣ୍ଟ

ରାଇକିଆ : ରାଇକିଆ-ବାଲିଗୁଡା ମୁଖ୍ୟ ରାସ୍ତା କଡ଼ ବିଜୟ ଉଚ୍ଚ ବିଦ୍ୟାଳୟ ଫାଟକ ସମ୍ମୁଖରେ ଏକ ବିଦ୍ୟୁତ୍ ଖୁଣ୍ଟ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ଲୁହା ଖୁଣ୍ଟ ତଳ ଭାଗ ମଝିରେ କଳଙ୍କି ହୋଇ ଭାଙ୍ଗି ବଡ଼ କଣା ସୃଷ୍ଟି ହୋଇଛି। ବିଦ୍ୟାଳୟକୁ ପ୍ରତ୍ୟେକ ଦିନ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ହଷ୍ଟେଲରେ ରହୁଥିବା ଛାତ୍ର ବଜାରକୁ ବିପଦପୂର୍ଣ୍ଣ ଭାବେ ଯିବା ଆସିବା କରୁଛନ୍ତି। କେତେ ବେଳେ ଯେ ଅଘଟଣ ଘଟିବ ତାହା କହିହେବନି। ଏହାକୁ ନେଇ ବିଦ୍ୟୁତ ବିଭାଗ କେତେ ସକ୍ରିୟ ଅଛନ୍ତି ନା ନାହିଁ ତାହା ଅସ୍ପଷ୍ଟ ରହିଛି। କୈାଣସି ଅଘଟଣ ଘଟିବା ପୂର୍ବରୁ ଏହାକୁ କାର୍ଯ୍ୟକାରୀ କରିବାକୁ ଏବଂ ଅନ୍ୟାନ୍ୟ ସ୍ଥାନମାନଙ୍କରେ ଯାଞ୍ଚ କରି ତୁରନ୍ତ କାର୍ଯ୍ୟକାରୀ କରିବାକୁ ଜନ ସାଧାରଣଙ୍କ ଦାବି ରହିଛି।

୨୮ ଜାନୁଆରୀରେ ଶୁକ୍ର ଚଳନ ; କେଉଁ ରାଶି ଉପରେ ପଡିବ କି ପ୍ରଭାବ, ହେବ ବିବାହ, ମିଳିବ ହଠାତ୍‌ ଧନ..

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories