www.samajalive.in
Saturday, December 6, 2025
19.1 C
Bhubaneswar

ଗ୍ରୀଷ୍ମ ପ୍ରବାହ: ରାଇକିଆ ପଞ୍ଚାୟତ ପକ୍ଷରୁ ଜଳଛତ୍ର

ରାଇକିଆ: ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଇକିଆ ପଞ୍ଚାୟତ ପକ୍ଷରୁ ଜଳଛତ୍ର ଖୋଲାଯାଇଛି। ସ୍ଥାନୀୟ ବସ୍ ଷ୍ଟାଣ୍ଡଠାରେ ଥିବା ଯାତ୍ରୀ ବିଶ୍ରାମଗାର, ବିଜୟ ଉଚ୍ଚ ବିଦ୍ୟାଳୟ ସମ୍ମୁଖ, ଜନଗହଳିପୂର୍ଣ୍ଣ ସ୍ଥାନରେ ପଞ୍ଚାୟତ ପକ୍ଷରୁ ଜଳଛତ୍ର ଖୋଲାଯାଇଛି। ଆଗକୁ ଆହୁରି ବିଭିନ୍ନ ସ୍ଥାନରେ ମଧ୍ୟ ଜଳଛତ୍ର ଖୋଲାଯିବାକୁ ସ୍ଥିର ହୋଇଛି। ସେହିପରି ଯେଉଁ ସବୁ ୱାର୍ଡରେ ଜଳ ସମସ୍ୟା ରହିଛି ସେଠାରେ ମଧ୍ୟ ଟ୍ୟାଙ୍କରରେ ପାନୀୟଜଳ ଯୋଗାଇ ଦିଆଯିବ ବୋଲି ସରପଞ୍ଚ ଗୀତାଞ୍ଜଳି ନାୟକ ସୂଚନା ଦେଇଛନ୍ତି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories