www.samajalive.in
Thursday, December 11, 2025
18.1 C
Bhubaneswar

ଅଗ୍ନି ସୁରକ୍ଷା ଓ ପ୍ରାକୃତିକ ମୁକାବିଲା

ରାଇକିଆ : ରାଇକିଆ ସ୍ଥାନୀୟ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପ୍ରାଙ୍ଗଣରେ ଜାତୀୟ ସେବା ଯୋଜନା ଆନୁକୁଲ୍ୟରେ ଅଗ୍ନି ସୁରକ୍ଷା ଓ ପ୍ରାକୃତିକ ମୁକାବିଲା ପାଇଁ ବିଭିନ୍ନ ନିତି ନିୟମ ନେଇ ସଭା ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମ ରେ ରାଇକିଆ ଅଗ୍ନିଶମ ବିଭାଗ କର୍ମଚାରୀ ଟୁଟୁ ପଲାଇ, କୁଶଳେଶ୍ବର ଜାନି, ରମେଶ ପ୍ରଧାନ , କାହୁଁ ଚରଣ ମହାନ୍ତି ଯୋଗଦାନ କରିଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଭାକର ରାଜୁ ପ୍ରଧ୍ୟାପକ ରମାକାନ୍ତ ରଥ, ଅଧ୍ୟାପିକା ମଞ୍ଜୁଳା ସାହୁ ପ୍ରମୁଖ ଯୋଗଦାନ କରିଥିଲେ । ଜାତୀୟ ସେବା ଯୋଜନାର ଅଧିକାରୀ ପ୍ରମୋଦ କୁମାର ନାୟକ ଏବଂ ସସ୍ମିତା ଲାହୋର ସଭା ପରିଚାଳନା କରିଥିଲେ।

Hot this week

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

Related Articles

Popular Categories