www.samajalive.in
Friday, December 5, 2025
23.1 C
Bhubaneswar

୨୫ଏକର ଜମିରେ ୨୫ହଜାର ଗଞ୍ଜେଇ ଗଛ ନଷ୍ଟ କଲା ରାଇକିଆ ପୁଲିସ

ସମାଜ ନ୍ୟୁଜ ଡେସ୍କ- କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ଓ ଅବକାରୀ ବିଭାଗ ଚଢ଼ାଉ କରି ସୁଗଡବାଡି ପଞ୍ଚାୟତ ର ନାଉଡ଼ିମାହା ନିକଟସ୍ଥ ଜଙ୍ଗଲରୁ ୨୫ ଏକର ଜମିରେ ଲଗାଯାଇଥିବା ବେଆଇନ ଗଞ୍ଜେଇ ଗଛ କାଟି ନଷ୍ଟ କରିଛି । ଶନିବାର ଏହି ଅଞ୍ଚଳରେ ଗଞ୍ଜେଇ ଚାଷ ହୋଇଥିବା ବିଶେଷ ଶୁତ୍ରରୁ ସୂଚନା ପାଇ ରାଇକିଆ ଥାନା ଅଧିକାରୀ ଆଶୁତୋଷ ପାଇକରାୟ ,ରାଇକିଆ ତହସିଲଦାର ବରିୟାଲ ମୁର୍ମୁ ଏବଂ ଜିଲ୍ଲା ଅବକାରୀ ବିଭାଗ ମିଳିତ ଭାବେ ଚଢାଉ କରି ୨୫୦୦୦ ଗଛ ଆଇଆରବି ଯବାନ ଙ୍କ ସହାୟତା ରେ ପୋଡ଼ି ନଷ୍ଟ କରିଥିଲେ ।  ଏ ନେଇ ରାଇକିଆ ଥାନାରେ ଏକ ମାମଲା ରୁଜୁ ହୋଇଥିବା ବେଳେ ନଷ୍ଟ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୧ କୋଟି ହେବ ବୋଲି ଥାନା ଅଧିକାରୀ ଙ୍କ ଠାରୁ ସୂଚନା ମିଳିଛି ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories