www.samajalive.in
Sunday, December 7, 2025
14.1 C
Bhubaneswar

ରେଳ ଦୁର୍ଘଟଣା :୬୬୧ ଜଣଙ୍କୁ ଦିଆସରିଲାଣି କ୍ଷତିପୂରଣ

ଭୁବନେଶ୍ବର : ବାହାନଗା ରେଳ ଦୁର୍ଘଟଣାରେ ମୃତକଙ୍କ ପରିବାର ଓ ଆହତଙ୍କୁ ମିଶାଇ ୬୬୧ ଜଣଙ୍କୁ କ୍ଷତିପୂରଣ ଦିଆସରିଲାଣି । ୩୩୧ ସାମାନ୍ୟ ଆହତ, ୧୫୦ ଗୁରୁତର ଆହତ ଏବଂ ମୃତକଙ୍କ ପରିବାରକୁ ୨୨.୬୬ କୋଟି ଟଙ୍କାର କ୍ଷତିପୂରଣ ରେଲୱେ ପକ୍ଷରୁ ଦିଆସରିଛି । ଗତ ୨ ତାରିଖରେ କରମଣ୍ଡଳ ଏକ୍ସପ୍ରେସ୍ ଲାଇନଚ୍ୟୁତ ହୋଇଥିଲା। ଏଥିରେ ୨୮୮ ଜଣଙ୍କର ମୃତ୍ୟୁ ହୋଇଥିଲା। ଅନେକ ଏବେ ବି ଦୁର୍ଘଟଣାରେ ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories