www.samajalive.in
Monday, December 15, 2025
26.1 C
Bhubaneswar

ନିର୍ମାଣ ହେବ ବଲାଙ୍ଗିର-ନୂଆପଡ଼ା ନୂଆ ରେଳ ଲାଇନ

ଭୁବନେଶ୍ବର : ବଲାଙ୍ଗିର-ନୂଆପଡ଼ା ଭାୟା ପାଟଣାଗଡ଼ ୧୦୦କି.ମି ନୂଆ ରେଳ ଲାଇନ ନିର୍ମାଣ କରିବାକୁ ରେଲୱେ ବୋର୍ଡ ରାଜ୍ୟ ସରକାରଙ୍କୁ ପ୍ରକଳ୍ପ ଖର୍ଚ୍ଚର ୫୦ପ୍ରତିଶତ ଏବଂ ମାଗଣାରେ ଜମି ଯୋଗାଇ ଦେବାକୁ ଅନୁରୋଧ କରିଛି। ରାଜ୍ୟ ସରକାର ରେଲୱେ ବୋର୍ଡର ପ୍ରସ୍ତାବକୁ ଗ୍ରହଣ କରିବା ସହିତ ଏ ସଂକ୍ରାନ୍ତ ନିୟମାବଳୀ, ଡିପିଆର ଏବଂ ପ୍ରକଳ୍ପର ଆର୍ଥିକ ବ୍ୟୟ ସଂକ୍ରାନ୍ତରେ ବିସ୍ତୃତ ତଥ୍ୟ ପ୍ରଦାନ କରିବାକୁ ଚିଠି ଲେଖିଛନ୍ତି। ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ସରୋଜ ରାଉତ ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କୁ ଏହି ଚିଠି ଲେଖିଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories