www.samajalive.in
Wednesday, December 10, 2025
16.1 C
Bhubaneswar

୧୧.୫୬ ଲକ୍ଷ ରେଳ କର୍ମଚାରୀଙ୍କୁ ମିଳିବ ବୋନସ୍, ୭୮ ଦିନର ମଜୁରୀ

ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଆରପିଏଫ୍ / ଆରପିଏସ୍ଏଫ୍ କର୍ମଚାରୀଙ୍କୁ ବାଦ ଦେଇ ସମସ୍ତ ଯୋଗ୍ୟ ଅଣ-ଗେଜେଟେଡ୍ ରେଳ କର୍ମଚାରୀଙ୍କୁ ଉତ୍ପାଦକତା ଲିଙ୍କ୍ ବୋନସ୍ ଦେବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଏହା ୭୮ ଦିନର ମଜୁରୀ ସହିତ ସମାନ ହେବ। ଆରପିଏଫ୍ କର୍ମଚାରୀଙ୍କୁ ବାଦ ଦେଇ ପ୍ରାୟ ୧୧.୫୬ ଲକ୍ଷ ଅଣ-ଗେଜେଟେଡ୍ ରେଳ କର୍ମଚାରୀ ଏହି ଉତ୍ପାଦକତା ଲିଙ୍କ୍ ବୋନସ୍ ପାଇବେ।

ସୂଚନା ଅନୁଯାୟୀ, ସମସ୍ତ ଯୋଗ୍ୟ ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନ ପାଇଁ ସର୍ବାଧିକ ଦେୟ ହେଉଛି ୧୭ ହଜାର ୯୫୧ ଟଙ୍କା। ଏହି ଉତ୍ପାଦନ ଲିଙ୍କଡ୍ ବୋନସ୍ ସମସ୍ତ ରେଳ କର୍ମଚାରୀ ଟ୍ରାକ ମେଣ୍ଟେନର, ଡ୍ରାଇଭର ଓ ଗାର୍ଡ, ଷ୍ଟେସନ ମାଷ୍ଟର, ସୁପରଭାଇଜର, ଟେକ୍ନିସିଆନ, ଟେକ୍ନିସିଆନ ହେଲପର, କଣ୍ଟ୍ରୋଲର, ପଏଣ୍ଟମ୍ୟାନ୍, କିରାଣୀ ଓ ଅନ୍ୟ ସମସ୍ତ ତୃତୀୟ ଶ୍ରେଣୀ କର୍ମଚାରୀଙ୍କୁ ପ୍ରଦାନ କରାଯିବ। ଏଠି ପାଇଁ ପ୍ରାୟ ୧୯୮୪.୭୩ କୋଟି ଟଙ୍କା ବ୍ୟୟ ହେବ ବୋଲି ଆକଳନ କରାଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories