www.samajalive.in
Thursday, December 11, 2025
13.1 C
Bhubaneswar

ରେଳ ବଜେଟରେ ଓଡ଼ିଶାକୁ ୧୦,୫୯୯ କୋଟି

ସମାଜ ଡିଜିଟାଲ ଡେସ୍କ: ସାଧାରଣ ବଜେଟରେ ରେଲୱେ କ୍ଷେତ୍ର ପାଇଁ ଓଡ଼ିଶାକୁ ୧୦ ହଜାର ୫୯୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ସୋମବାର ଏକ ଖବରଦାତା ସମ୍ମିଳନୀରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।

ଅଶ୍ଵିନୀଙ୍କ ସୂଚନା ଅନୁସାରେ, ଓଡ଼ିଶାରେ ଗତ ୧୦ ବର୍ଷ ମଧ୍ୟରେ ୨୦୪୬ କିଲୋମିଟର ନୂଆ ରେଳପଥ ନିର୍ମାଣ ହୋଇଛି। ଓଡ଼ିଶାରେ ନୂଆକରି ନିର୍ମାଣ ହୋଇଥିବା ରେଳପଥ ମାଲେସିଆରେ ଥିବା ରେଳପଥଠାରୁ ଅଧିକ। ରାଜ୍ୟରେ ବର୍ତ୍ତମାନ ୬ଟି ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ କରୁଛି। ଆଗକୁ ଆହୁରି ଅନେକ ନୂଆ ଟ୍ରେନ ଓଡ଼ିଶାକୁ ଗଡ଼ିବ। ୭୮ ହଜାର କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟ ଚାଲୁରହିଛି। ୧୮୯୮ କିଲୋମିଟର ରେଳପଥରେ କବଚ ଲାଗିବା କାମ ଶେଷ ହୋଇଛି। ୧୦ ହଜାର ଲୋକୋମୋଟିଭରେ କବଚ ଲାଗିବ। କଲକାତା-ଭଦ୍ରକ ରେଳପଥ କାର୍ଯ୍ୟ ଜୋରସୋରରେ ଚାଲିଛି। କଲକାତା-ଚେନ୍ନାଇ ୪ ଲେନ ରେଳପଥ କାର୍ଯ୍ୟ ଶୀଘ୍ର ଶେଷ ହେବ ବୋଲି ସେ କହିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories