www.samajalive.in
Sunday, December 14, 2025
23.1 C
Bhubaneswar

ହରିଦାସପୁର-ପାରାଦ୍ବୀପ ରେଳ ଚଳାଚଳା ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ହରିଦାସପୁର ଓ ପାରାଦୀପ ମଧ୍ୟରେ ରେଳ ଚଳାଚଳ ଦାବି କରି କେନ୍ଦ୍ର ରେଳମନ୍ତ୍ରୀ ପୀୟୁଷ ଗୋୟଲଙ୍କୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ୮୨ କିଲୋମିଟର ବିଶିଷ୍ଟ ଏହି ରେଳପଥ ଯୋଗୁଁ କେନ୍ଦ୍ରାପଡ଼ା ଜିଲ୍ଲା ରେଳ ମାନଚିତ୍ରରେ ସ୍ଥାନ ପାଇଛି। ହରିଦାସପୁର-ପାରାଦ୍ବୀପ ରେଲପଥ ରେଳଲାଇନ ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାରର ସହାୟତା ଯୋଗାଇ ଦେଇଛନ୍ତି। ରାଜ୍ୟବାସୀଙ୍କ ସ୍ବପ୍ନ ହେଉଛି ଏହି ରୁଟ୍‌ରେ ଯାତ୍ରୀବାହୀ ଟ୍ରେନ୍‌ ଚାଲିବା। ଆସନ୍ତା ଅଗଷ୍ଟ ମାସରୁ ଏହି ଲାଇନରେ ଯାତ୍ରୀବାହୀ ଟ୍ରେନ ଚଳାଇବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।

Hot this week

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

Related Articles

Popular Categories