www.samajalive.in
Saturday, December 6, 2025
14.1 C
Bhubaneswar

ରାଜ୍ୟର ଅଧିକାଂଶ ଜିଲାରେ ୬ ରୁ ୮ ଯାଏଁ ବର୍ଷା ସମ୍ଭବନା

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲାରେ ଆସନ୍ତା ୬ ରୁ ୮ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଏହାସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏତଦ୍‍ ବ୍ୟତୀତ ୬ ଓ ୭ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର, ଗଜପତି ଓ ଗଞ୍ଜାମ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories