www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟର କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତର ସୂଚନା

ଭୁବନେଶ୍ୱର : ରାଜ୍ୟର କେତେକ ଜିଲାରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାସହ ରବିବାର୧୨ଟି ଜିଲାକୁ ସତର୍କ ସୂଚନା ଦିଆଯାଇଛି। ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ସୋନପୁର, ଦେବଗଡ଼, ଢେଙ୍କାନାଳ, ଅନୁଗୁଳ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ କଟକ ଜିଲାକୁ ଅପରାହ୍ନ ୪ଟା୩୦ ଯାଏଁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦେଇଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories