www.samajalive.in
Thursday, December 11, 2025
14.1 C
Bhubaneswar

୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ଥିବାବେଳେ ୭ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଢ଼େଙ୍କାନାଳ ଜିଲ୍ଲାର ଅନେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ତେବେ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୯ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ତିନିଦିନ ଧରି ରାଜ୍ୟରେ ବର୍ଷା ହୋଇପାରେ। ବିଶେଷ କରି ୧୯ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼,  ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୨୦ତାରିଖରେ ରାଜ୍ୟର ଅଧଆକାଂଶ ସ୍ଥାନରେ ପ୍ରବଳ ବର୍ଷାର ପୂର୍ବାନୁମାନ କରାଯାଇଛି।

Hot this week

ଆଜିର : ରାଶିଫଳ,ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ

ମେଷ : କୁତ୍ସିତ ସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗୀ ହେବାକୁ ଉଦ୍ୟମ...

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

Related Articles

Popular Categories