www.samajalive.in
Friday, December 5, 2025
26.1 C
Bhubaneswar

ଓଡିଶାର ଅଳ୍ପ କେତେକ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ଟ୍ରଫ ଲାଇନ ପ୍ରଭାବରେ ବଙ୍ଗୋପସାଗରରେ ମୌସୁମୀ ସକ୍ରିୟ ରହିଥିବା ବେଳେ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରୁ ଘୂର୍ଣ୍ଣି ବଳୟ ଦକ୍ଷିଣାଭିମୁଖୀ ହୋଇଛି। ଏହାର ପ୍ରଭାବରେ ଓଡିଶା ଅକାଶ ମେଘାଚ୍ଛନ୍ନ ରହିବା ସହ ଅଳ୍ପ କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଉପକୂଳ ଓଡିଶାର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି। ସୋମବାର ଚାନ୍ଦବାଲି ଓ ଅନୁଗୁଳରେ ସର୍ବଧିକ ତାପମାତ୍ରା ୩୪.୭ ଡିଗ୍ରୀ ସେଲସିୟସ ରହିଥିବା ବେଳେ ୨୧.୫ ଡିଗ୍ରୀ ସେଲସିୟସ ସର୍ବନିମ୍ନ ହୀରାକୁଦରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଓଡିଶାର ଗୋଟିଏ ବା ଦୁଇଟି ସ୍ଥାନରେ ବର୍ଷା ହୋଇଥିବା ଜଣାପଡିଛି। ଅନୁଗୁଳ ଜିଲା ତାଳଚେରରେ ସର୍ବଧିକ ୬ ସେମି ବର୍ଷା ରେକର୍ଡ କରାଯାଇଛି ।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories