www.samajalive.in
Saturday, December 6, 2025
26.1 C
Bhubaneswar

୧୨ ଜିଲାରେ ରେଡ ୱାର୍ଣ୍ଣିଂ ଜାରି ; ୧୩ ଏଵଂ ୧୪ ବିଦ୍ୟାଳୟ ବନ୍ଦ

ଭୁବନେଶ୍ୱର : ରାଜ୍ୟରେ ଲାଗି ରହିଛି ଲଗାଣ ବର୍ଷା। ଟ୍ୱିନ ସିଟି ସମେତ ଅଧିକାଂଶ ସ୍ଥାନ ଜଳମଗ୍ନ ହୋଇ ରହିଛି।ଏହାସହ ପାଣିପାଗ ବିଭାଗ ପକ୍ଷରୁ ୧୨ଟି ଜିଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ରେଡ ୱାର୍ଣ୍ଣିଂ ଜାରି ହୋଇଥିବା  ୧୨ଟି ଜିଲାରେ ଅବସ୍ଥିତ ସମସ୍ତ ବିଦ୍ୟାଳୟକୁ ୧୩  ଏଵଂ ୧୪ ତାରିଖ ଦିନ ବନ୍ଦ ରଖିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ।
ପାଣି ପାଗ ବିଭାଗର ଆକଳନ ଅନୁସାରେ , ସ୍ଵତନ୍ତ୍ର ରିଲିଫ୍ କମିଶନର ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବଙ୍କ ସହ ଆଲୋଚନା ଉପରାନ୍ତେ ରେଡ ୱାର୍ଣ୍ଣିଂ ଜାରି ହୋଇଥିବା ୧୨ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବା ହେତୁ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା,ଢେଙ୍କାନାଳ, ନୟାଗଡ, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ସୋନପୁର, ବରଗଡ଼, ଜିଲ୍ଲାରେ ଅବସ୍ଥିତ ସମସ୍ତ ବିଦ୍ୟାଳୟକୁ  ୧୩  ଏଵଂ ୧୪ ତାରିଖ ଦିନ ବନ୍ଦ ରଖିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories