www.samajalive.in
Saturday, December 13, 2025
15.1 C
Bhubaneswar

ଲଗାଣ ବର୍ଷାରେ ଟ୍ବିନ ସିଟି ବେହାଲ

ଭୁବନେଶ୍ଵର: ଘୁର୍ଣ୍ଣିବଳୟ ପ୍ରଭାବରେ ଗତକାଲି ଠାରୁ ଟ୍ବିନ ସିଟି କଟକ-ଭୁବନେଶ୍ଵରରେ ଲଗାଣ ବର୍ଷା ଲାଗିରହିଛି। ଯାହା ଫଳରେ ଟ୍ବିନ ସିିଟି ବେହାଲ ହୋଇପଡିଛି। କଟକ-ଭୁବନେଶ୍ଵରର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡିଛି। ରାସ୍ତାରେ ଆଣ୍ଠୁଏ-ଆଣ୍ଠୁଏ ଉଚ୍ଚର ପାଣି ଜମି ରହଛି। ଯାହା ଯାତାୟତରେ ସମସ୍ୟା ସୃଷ୍ଟି କରିଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories