www.samajalive.in
Monday, December 8, 2025
27.1 C
Bhubaneswar

ରାଜଧାନୀରେ ୨୬ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା

ଭୁବନେଶ୍ୱର : ରାଜଧାନୀରେ ଦୀର୍ଘ ୨୬ବର୍ଷର ରେକର୍ଡ ଭାଙ୍ଗିଛି ବର୍ଷା। ଗତକାଲି ଠାରୁ ରାଜଧାନୀର ଅନେକ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଭୁବନେଶ୍ୱରରେ ଦିନକରେ ସର୍ବାଧିକ ୨୫୯ ମିମି ବର୍ଷା ହୋଇଛି। ଗତ ୨୪ ଘଣ୍ଟାରେ ୨୫୯.୨ ମିମି ବର୍ଷା ରେକର୍ଡ କରାଯାଇଛି। ଅଗଷ୍ଟ ମାସରେ ଗୋଟିଏ ଦିନରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି। ୧୯୯୭ ଅଗଷ୍ଟ ୨୦ରେ ୨୫୪.୨ ମିିମି ବର୍ଷା ହୋଇଥିଲା। ୧୯୯୭ର ଗତ ୨୪ ଘଣ୍ଟାର ବର୍ଷା ରେକର୍ଡ ଭାଙ୍ଗିଲା। ବର୍ଷା ଫଳରେ ଅନେକ ଲୋକଙ୍କ ଘରେ ପାଣି ପଶିଯିବା ସହ ବର୍ତ୍ତମାନ ମଧ୍ୟ ଅନେକ ଲୋକଙ୍କ ଘରେ ପାଣି ଜମି ରହିଛି।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories